ଭ୍ୟାନ୍ ଓଲଟି ୧୨ କାଉଡ଼ିଆ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 29, 2023

ଭ୍ୟାନ୍ ଓଲଟି ୧୨ କାଉଡ଼ିଆ ଆହତ

କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଗୋହିରା ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ଏକ ଭ୍ୟାନ୍ ଓଲଟି ପଡ଼ିବାରୁ ୧୨ ଜଣ କାଉଡ଼ିଆ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି।

ଆହତମାନେ କେନ୍ଦ୍ରାପଡ଼ାର। ସେମାନେ ଓ ଅନ୍ୟ କିଛି ଯୁବକ ଦୁଇଟି ଗାଡ଼ିରେ ଯୋଡ଼ାର ମୂର୍ଗା ମହାଦେବଙ୍କ ପାଖକୁ ଜଳଲାଗି ପାଇଁ ଯାଉଥିଲେ। ତେବେ ଗୋହିରା ନିକଟରେ ଗୋଟିଏ ଗାଡ଼ି ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ସେଥିରେ ୧୨ ଜଣ ବସିଥିଲେ। ସମସ୍ତେ ଆହତ ହୋଇଛନ୍ତି ଓ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/fdnLUZg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages