ଆଗ ଆଗ ମରଦଦବଦ ପଛ ପଛ ଭଇନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 7, 2023

ଆଗ ଆଗ ମରଦଦବଦ ପଛ ପଛ ଭଇନ

ଉପ-ସ୍ୱାସ୍ଥ୍ୟକେନ୍ଦ୍ରର ନିର୍ମାଣକୁ ନେଇ ନିମାପଡ଼ା ବିଧାୟକ ତଥା ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଜେପି ପକ୍ଷରୁ କଳା ପତାକା ପ୍ରଦର୍ଶନ । ଶୁକ୍ରବାର ଗୋପ ବ୍ଲକ ଅନ୍ତର୍ଗତ ବଣିଆ ସାହି ପଞ୍ଚାୟତରେ ଜାଉଁଳି ପୋଖରୀ ଉପ-ସ୍ୱାସ୍ଥ୍ୟକେନ୍ଦ୍ରର ଭିତ୍ତିପ୍ରସ୍ତର ପାଇଁ ଯାଇଥିଲେ ବିଧାୟକ । ଗୋପ ୧୧ ନମ୍ବର ଜିଳ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ପରଠାରୁ ଭାଇନାଙ୍କ ସମୟ ପୁରା ଖରାପ ଚାଲିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/oGQFY5i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages