ପୋଖରୀରୁ ହୋମଗାର୍ଡଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 6, 2023

ପୋଖରୀରୁ ହୋମଗାର୍ଡଙ୍କ ମୃତଦେହ ଉଦ୍ଧାର

ପୋଖରୀରୁ ହୋମଗାର୍ଡଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ। ମୃତକ ହେଲେ ବଡଗଡ଼ ଗ୍ରାମର ବଳରାମ ଦାସ। ସେ ବଡଗଡ଼ ଥାନେରେ କାର୍ଯ୍ୟ କରୁଥିଲେ।

ବଳରାମ ନିଶାସେବନ କରନ୍ତି। କିଛି ଦିନ ତଳେ ବଳରାମ ନିଶାସେବନ କରି ଥାନାକୁ ଆସିଥିଲେ। ଏନେଇ ଏସ୍ଆଇ ତାଙ୍କ ଉପରେ ବିରକ୍ତି ହୋଇଥିଲେ। ନିଶାସେବନ ନ କରି ଥାନାକୁ ଆସିବାକୁ କହିଥିଲେ। ବଳରାମ ଏକ ସପ୍ତାହ ହେଲା ଥାନାକୁ ଆସୁନଥିଲେ। କିନ୍ତୁ ଆଜି ସକାଳୁ ବଳରାମଙ୍କ ମୃତଦେହ ଥାନା ନିକଟରେ ଥିବା ପୋଖରୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି  ବଡଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ବଳରାମ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଜଣାପଡ଼ିନାହିଁ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/VxYMXqS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages