କେନ୍ଦ୍ର ମନ୍ତ୍ରୀ କୌଶଲ କିଶୋରଙ୍କ ଉତ୍ତର ପ୍ରଦେଶର ଲକ୍ଷ୍ନୌ ସ୍ଥିତ ନୂଆ ଘରେ ଶୁକ୍ରବାର ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ନାଁ ବିକାଶ ଶ୍ରୀବାସ୍ତବ। ସେ ମନ୍ତ୍ରୀ କୌଣଲ କିଶୋରଙ୍କ ପୁଅଙ୍କ ସାଙ୍ଗ।
ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାସ୍ଥଳରୁ ମନ୍ତ୍ରୀଙ୍କ ପୁଅଙ୍କ ନାଁରେ ଥିବା ବନ୍ଧୁକକୁ ପୁଲିସ ଜବତ କରିଛି। ପୁଲିସ ତିନି ଜଣ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/flikIpK
No comments:
Post a Comment