ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 6, 2023

ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ

ଅବକାରୀ ASIଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ବାଲୁଗାଁ ଅବକାରୀ ASI ସୁଦୀପ୍ତ ଦାଶଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ସୁଦୀପ୍ତଙ୍କ ନୟାଗଡ଼ ସ୍ଥିତ ବାସଭବନ, ତାଙ୍କ ଭଡ଼ା ଘର  ଓ ବାଲୁଗାଁରେ ଥିବା ଭଡ଼ା ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଏହି ଚଢ଼ାଉରେ ୪ଜଣ ଡିଏସପି ଓ ୬ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ସୁଦୀପ୍ତ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି  ଆଜି ସୁଦୀପ୍ତଙ୍କ ଘରେ ଚଢ଼ାଉ କରିଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ସୂଚନା ମିଳିଛି। 


 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/2htkcSb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages