ଆସନ୍ତା ୫ରୁ ଝାରସୁଗୁଡ଼ାରୁ କୋଲକାତା ଓ ବାଙ୍ଗାଲୁରୁକୁ ଉଡ଼ିବ ବିମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 12, 2023

ଆସନ୍ତା ୫ରୁ ଝାରସୁଗୁଡ଼ାରୁ କୋଲକାତା ଓ ବାଙ୍ଗାଲୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ାରୁ କୋଲକାତା ଓ ବେଙ୍ଗାଲୁରୁକୁ ଉଡ଼ିବ ବିମାନା ୫ ନଭେମ୍ବରରୁ କୋଲକାତା ଓ ୧୫ ନଭେମ୍ବରରୁ ବାଙ୍ଗାଲୁରୁକୁ ବିମାନକୁ ଚଳାଚଳ କରିବ। ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ବେଙ୍ଗାଲୁରୁ ଓ କୋଲକାତା ଭଳି ଦୁଇ ପ୍ରମୁଖ ସହର ସହ ସିଧାସଳଖ ଯୋଡ଼ି ହେବ। ଏନେଇ ଇଣ୍ଡିଗୋ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛିା

କୋଲକାତାରୁ ସନ୍ଧ୍ୟା ୫ଟା ୫୦ରେ ବିମାନ ବାହାରି ଝାରସୁଗୁଡ଼ାରେ ସନ୍ଧ୍ୟା ୭ଟା ୨୫ ମିନିଟ୍ ରେ ପହଞ୍ଚିବ। ପୁଣି ଝାରସୁଗୁଡ଼ାରୁ ସନ୍ଧ୍ୟା ୭ଟା ୫୫ ମିନିଟ୍ ରେ ବାହାରି ରାତି ୯ଟା ୨୦ରେ କୋଲକାତାରେ ପହଞ୍ଚିବ।

ସେହିପରି ନଭେମ୍ବର ୧୫ ତାରିଖରେ ବେଙ୍ଗାଲୁରୁରୁ ସକାଳ ୧୦ଟା ୧୫ରେ ବିମାନ ବାହାରି ଦିନ ୧୨ଟା ୨୦ରେ ଝାରସୁଗୁଡ଼ାରେ ପହଞ୍ଚିବ ଓ ଏଠାରୁ ପୁଣି ଦିନ ୧୨ଟା ୫୦ରେ ବାହାରି ଦିନ ୨ଟା ୫୫ରେ ବେଙ୍ଗାଲୁରୁରେ ପହଞ୍ଚିବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/HFeKs8A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages