ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 23, 2023

ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ

ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଛି।

ଜନତା ଦଳ ଟିକେଟରେ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅଜୟ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।ଅଜୟ ୧୯୪୩ ମସିହା ଜୁଲାଇ ୨୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ।

ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/sk62lYf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages