ଜମ୍ମୁ-ତୱି ଏକ୍ସପ୍ରେସ ଲାଇନଚ୍ୟୁତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 29, 2023

ଜମ୍ମୁ-ତୱି ଏକ୍ସପ୍ରେସ ଲାଇନଚ୍ୟୁତ

ସମ୍ବଲପୁର ଷ୍ଟେସନର ୱାସିଂ ଲାଇନରେ  ଜମ୍ମୁ-ତୱି ଏକ୍ସପ୍ରେସର ପ୍ୟାଣ୍ଟ୍ରିକାର ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଟ୍ରେନଟି ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଷ୍ଟେସନ ପହଞ୍ଚି ଯାତ୍ରୀଙ୍କୁ ଓହ୍ଲାଇବା ପରେ ଧୁଆ ହେବାକୁ କ୍ଷେତରାଜପୁର ୱାସିଂ ଲାଇନକୁ ଯାଉଥିଲା। ଏହି ସମୟରେ ଟ୍ରେନର ପ୍ୟାଣ୍ଟ୍ରିକାର ବଗିଟି ଲାଇନଚ୍ୟୁତ ହୋଇଥିଲା।

ରେଳବାଇ ପକ୍ଷରୁ ତୁରନ୍ତ ଉଦ୍ଧାରକାର୍ଯ୍ୟ କରାଯାଇ ଟ୍ରେନକୁ ଟ୍ରାକକୁ ଅଣାଯାଇଥିଲା। ତେବେ ଟ୍ରେନରେ ଯାତ୍ରୀ ନଥିବାରୁ କୌଣସି ମୃତାହତର ସୂଚନା ନାହିଁ। ଆଜି ଟ୍ରେନଟି ପୁନର୍ବାର ଯାତ୍ରା ଆରମ୍ଭ କରିବ ବୋଲି ରେଳବାଇ ପକ୍ଷରୁ କୁହାଯାଇଛି। କେଉଁ କାରଣ ପାଇଁ ଟ୍ରେନଟି ଲାଇନଚ୍ୟୁତ ହେଲା ରେଳବାଇ ପକ୍ଷରୁ ତଦନ୍ତ କରାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/rpjuyix

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages