ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 24, 2023

ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ପଞ୍ଚୁକର ତୃତୀୟ ଦିନ। ଭକ୍ତଙ୍କୁ ତ୍ରିବିକ୍ରମ ବେଶରେ ଦେଉଛନ୍ତି ମହାପ୍ରଭୁ। ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼।

ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ।

ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ପଞ୍ଚୁକରେ ଶ୍ରୀମନ୍ଦିରରେ ଅଧିକ ଭିଡ଼ ଦେଖିବାକୁ ମିଳୁଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଗତକାଲି କିଛି ଭକ୍ତ ଦର୍ଶନରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଥିଲେ। ତେବେ ସୁରୁଖୁରୁରେ ଦର୍ଶନ ବ୍ୟବସ୍ଥା ଚାଲିଥିବା ଏସପି କହିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/KdjzlSt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages