ନିର୍ବାଚନ ପାଖେଇ ଆସୁଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ହୋଇଛି ନବକଳେବର । ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ସିଏମଓକୁ ଅଣାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂଆ ମୁଖ୍ୟ ଉପଦେଷ୍ଟା ଭାବେ ତାଙ୍କୁ ମିଳିଛି ନିଯୁକ୍ତି। ଏହି ନିଯୁକ୍ତି ପୂର୍ବରୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ସୁରେଶ ମହାପାତ୍ର।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/DTzifXk
No comments:
Post a Comment