ଆଜିଠୁ ରାଜ୍ୟରେ ବଢିବ ଶୀତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 8, 2023

ଆଜିଠୁ ରାଜ୍ୟରେ ବଢିବ ଶୀତ

ଆଜିଠୁ ରାଜ୍ୟରେ ବଢିବ ଶୀତ। ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ କମିବା ଫଳରେ ହାଲକା ଶୀତ ଅନୁଭୂତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ। ଏହାପରେ ଅପରିବର୍ତ୍ତିତ ରହିବ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସଙ୍କ ସୂଚନା ଅନୁସାରେ,ଆଜି଼ଠୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟ ପାଗ ଶୁଖିଲା ରହିବ। କିଛି କିଛି ସ୍ଥାନରେ ହାଲକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ରହିଛି ପାଣିପାଗ କେନ୍ଦ୍ର।

ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ସେହିପରି ସୁନ୍ଦରଗଡ଼, କୋରାପୁଟ ଓ କନ୍ଧମାଳରେ  ଥଣ୍ଡା ଅନୁଭୂତ ହେଉଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/N6ueC1T

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages