ଆଜି ଧନତେରାସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 9, 2023

ଆଜି ଧନତେରାସ

ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଘରେ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ଧନଧାତ୍ରୀଙ୍କ ଲାଗି ସ୍ୱତନ୍ତ୍ର ଆୟୋଜନ କରାଯାଇଥାଏ।

ଏହି ତିଥିରେ ସୁନା କିଣିଲେ ମାଆ ଲକ୍ଷ୍ମୀଙ୍କ କୃପା ମିଳିଥାଏ ବୋଲି ବିଶ୍ୱାସ ରହିଛି । ଏଣୁ ସୁନା ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ।

ଧନତେରସ ଅବସରରେ ଗହଣା ବ୍ୟବସାୟୀ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ରିହାତି ଓ ଉପହାର ଦେଉଛନ୍ତି। ରାଜ୍ୟର ଅଗ୍ରଣୀ ଅଳଙ୍କାର ବ୍ୟବସାୟୀ ଜେ ଆଣ୍ଡ ଟି’ ଜୁଏଲାରୀ ଏହି ଧନତେରାସ ଅବସରରେ ଅନେକ ଅଫର ରଖିଛି। ସୁନା, ରୂପା ଓ ଡାଏମଣ୍ଡ କିଣିଲେ ଗଢ଼ା ମୂଲ୍ୟ ଉପରେ ଆକର୍ଷଣୀୟ ରିହାତି ପାଇବେ ଗ୍ରାହକ। ଏହି ମାସ ଶେଷ ପର୍ଯ୍ୟନ୍ତ ଅଫର ରହିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/IQKOBF0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages