ଜେଲରୁ ବାହାରିଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 11, 2023

ଜେଲରୁ ବାହାରିଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ

ଜେଲରୁ ବାହାରିଲେ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ। ବହୁ ଚର୍ଚ୍ଚିତ ହନି ଟ୍ରାପ ଅଭିଯୋଗ ମାମଲାରେ ଝାରପଡା ଜେଲରେ ଥିବା ଅର୍ଚ୍ଚନା ନାଗ ବାହାରିଛନ୍ତି। ପ୍ରାୟ ୧୪ ମାସ ପରେ ଅର୍ଚ୍ଚନା ନାଗ ବାହାରିଛନ୍ତି।

ଇଡି ମାମଲାରେ ହାଇକୋର୍ଟରୁ ବେଲ୍ ମିଳିବାର ୭ ଦିନ ପରେ ସେ ଜେଲରୁ ବାହାରିଛନ୍ତି। ୨ଲକ୍ଷ ଟଙ୍କା ଓ ଦୁଇଜଣ ଜାମିନଦାର ବଦଳରେ ହାଇକୋର୍ଟ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ।

ପୂର୍ବରୁ ଖଣ୍ଡଗିରି ଓ ନୟାପଲ୍ଳୀ ଥାନା ମାମଲାରେ ସେ ବେଲ ପାଇଥିଲେ। ବଡବଡିଆଙ୍କୁ ବ୍ଲାକମେଲ ଓ ହନିଟ୍ରାପ୍ କରି ସେ ତିଆରି କରିଥିଲେ କଳା ସାମ୍ରାଜ୍ୟ। ପୂର୍ବରୁ ଅର୍ଚ୍ଚନା ନାଗର ଦାମି ଗାଡି ଓ ଆଲିସାନ୍ଘରକୁ ସିଜ୍ କରିଥିଲା ଇଡି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/fNlTtaH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages