ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୧୫ଟି ଦୋକାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 13, 2023

ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୧୫ଟି ଦୋକାନ

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୧୫ଟି ଦୋକାନ ଜଳିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଏକ ଦୋକାନରେ ନିଆଁ ଲାଗିଯାଇଥିଲା।ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା। ରାତି ହୋଇଥିବାରୁ ନିଆଁ ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବାକଷ୍ଟକର ହୋଇପଡିଥିଲା।

ବାସୁଦେବପୁର ଓ ଧାମରା ଅଗ୍ନିଶମ ବାହିନୀ ପହଞ୍ଚି ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଧିକ ଧୁଆଁ ବାହାରିକା କାରଣରୁ ଅଗ୍ନିଶମ ବାହିନୀକୁ ନିଆଁ ଲିଭାଇବାକୁ କଷ୍ଟକର ହୋଇଥିଲା। ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Aw5Ne2L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages