ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପିତ ହେଲା ଶୁଭଖୁଣ୍ଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 22, 2023

ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପିତ ହେଲା ଶୁଭଖୁଣ୍ଟି

ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ବାଜିଲା ଶୁଭଶଙ୍ଖ। ସର୍ବବୃହତ ଖୋଲା ରଂଗ ମଞ୍ଚ ଭାବେ ପ୍ରସିଦ୍ଧି ଲାଭ କରିଥିବା ବରଗଡ଼ର ଧନୁଯାତ୍ରା ମହୋତ୍ସବ ଆୟୋଜନ ପାଇଁ ଗତକାଲି ଶୁଭଖୁଣ୍ଟି ସ୍ଥାପନ ହୋଇଛି।

ବରଗଡର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା ପରେ ଏକ ବଢାର୍ଣ୍ଣ ଶୋଭାଯାତ୍ରା କରି ସହର ପରିକ୍ରମା କରାଯାଇଥିଲା। ପରେ
ହାଟପଦା ସଞ୍ଚାର ମଣ୍ଡପକୁ ପହଞ୍ଚିଥିଲା ଏହି ଶୋଭାଯାତ୍ରା। ସେଠାରେ ରାଜ ପୁରୋହିତଙ୍କ ପାରମ୍ପରିକ ପୂଜାର୍ଚ୍ଚନା ପରେ ଶୁଭସ୍ତମ୍ଭ ସ୍ଥାପିତ ହୋଇଛି।

ବରଗଡ଼ ଜିଲ୍ଲାପାଳ ମୋନିଷା ବାନାର୍ଜୀ କହିଛନ୍ତି, ସବୁବର୍ଷ ଭଳି ଏହି ବର୍ଷ ମଧ୍ୟ ଉତ୍ସାହ ସମସ୍ତଙ୍କ ମଧ୍ୟରେ ଦେଖିବାକୁ ମିଳୁଛି। ମୁଁ ଆଶା କରୁଛି ସମସ୍ତ ସହଯୋଗରେ ଧନୁ ଯାତ୍ରା ବହୁ ସୁନ୍ଦର ଭାବେ ହେବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/7Z0toKq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages