୨୭ ବର୍ଷରେ ବିଜେଡି; ଆଜି ପାଳୁଛି ପ୍ରତିଷ୍ଠା ଦିବସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 25, 2023

୨୭ ବର୍ଷରେ ବିଜେଡି; ଆଜି ପାଳୁଛି ପ୍ରତିଷ୍ଠା ଦିବସ

୨୭ ବର୍ଷରେ ପାଦ ଦେଲା ବିଜୁ ଜନତା ଦଳ। ଆଜି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ସାଇକେଲ ରାଲି, ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଛି।

ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରତିଷ୍ଠା ଦିବସ ଅବସରରେ ‘ନବୀନ ଓଡ଼ିଶା’ ଗଢିବା ନେଇ ସଂକଳ୍ପ ନେବେ ବିଜେଡି କର୍ମୀ ଓ ନେତା।

ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/XcklyW6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages