ଆଜିଠୁ ମାଲକାନଗିରିକୁ ଉଡ଼ିବ ବିମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 8, 2024

ଆଜିଠୁ ମାଲକାନଗିରିକୁ ଉଡ଼ିବ ବିମାନ

ଆଜିଠୁ ମାଲକାନଗିରିକୁ ଆରମ୍ଭ ହେବ ବିମାନସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୯ କୋଟି ଟଙ୍କା ବ୍ୟୟରେ ୧୦୬ ହେକ୍ଟର ଜମିରେ ନିର୍ମିତ ଏହି ବିମାନ ବନ୍ଦରରେ ୧ ହଜାର ୬୦୨ ମିଟର ଲମ୍ବ ଓ ୩୦ ମିଟର ଓସାରର ରନୱେ ପ୍ରସ୍ତୁତି ହେଇଛି।

ବିମାନସେବା ଆରମ୍ଭ ପୂର୍ବରୁ ଗତ ୭ ତାରିଖରେ ଏୟାରପୋର୍ଟରେ ବିମାନ ଅବତରଣର ଟ୍ରାଏଲ ରନ୍ କରାଯାଇଥିଲା। ଜଣେ ପାଇଲଟ ଓ ୨ ଜଣ କ୍ରୁ ମେମ୍ବରଙ୍କୁ ନେଇ ୭ଟି ସିଟ୍ ବିଶିଷ୍ଟ VT 100 ପରୀକ୍ଷାମୂଳକ ଭାବେ ଅବତରଣ କରିଥିଲେ। ନକ୍ନକ୍ସଲ ଇଲାକାରେ ବିମାନ ଉଡ଼ିବା ନେଇ ସାଧାରଣଲୋକଙ୍କ ମଧ୍ୟରେ ବି ବେଶ୍ ଉତ୍ସୃକତା ରହିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/SQZpBoL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages